ରାଜ୍ୟ

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ

Spread the love

ଶନିବାର ଦିନ ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।
ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି |

ସୂଚନା ଅନୁଯାୟୀ ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି ।

Leave a Reply

Your email address will not be published. Required fields are marked *