ରାଜ୍ୟ

ବଢିଲା ଏଲପିଜି ଗ୍ୟାସ ଦର

Spread the love

ଗ୍ରାହକଙ୍କୁ ଝଟକା। ବଢିଲା ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ । ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। ୧୯ କେଜି କମର୍ସିଆଲ୍ ଗ୍ୟାସ ସିଲିଣ୍ଡର ପିଛା ୪୮.୫୦ଟଙ୍କା ବୃଦ୍ଧି ହୋଇଛି। ତେବେ ତୈଳ କମ୍ପାନୀଗୁଡିକ ୧୪କେଜି ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି |

Leave a Reply

Your email address will not be published. Required fields are marked *