ରାଜ୍ୟ

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର

Spread the love

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ସୋମବାର ଅକ୍ଟୋବର ୭ରେ ଆସିବ ୧ ଟଙ୍କା । ଆଜି ୧ ଟଙ୍କା ଆସିବାର ଅଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।

ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ‘ସୁଭଦ୍ରା’ ଟଙ୍କା । ଆଜି ସୁଦ୍ଧା ପ୍ରାୟ ୧ କୋଟି ମହିଳାଙ୍କ ଆବେଦନ ପୂରଣ ହେବ । ଏହାସହ ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି । ଅକ୍ଟୋବର ୭ ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ରେ ଟଙ୍କା ଦିଆଯିବ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *