ଶିକ୍ଷା

ISRO ରେ ଚାକିରି ପାଇବାର ସୁବର୍ଣ୍ଣ ସୁଯୋଗ

Spread the love

ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ(ISRO) ର ହ୍ୟୁମାନ ସ୍ପେସ ଫ୍ଲାଇଟ ସେଣ୍ଟରରେ ବିଭିନ୍ନ ପଦବୀରେ ଭର୍ତ୍ତି ପାଇଁ ଆବେଦନ ଗ୍ରହଣ କରୁଛି । ଇଛୁକ ପ୍ରାର୍ଥୀ ତୁରନ୍ତ ଆବେଦନ କରନ୍ତୁ । ଏଠାରେ ୨୨୪ ପଦବୀ ଖାଲିପଡିଛି । ଯେଉଁମାନେ ଆବେଦନ କରିବାକୁ ଇଚ୍ଛା ରଖିଛନ୍ତି, ସେମାନେ ତୁରନ୍ତ ଅଫିସିଆଲ ସାଇଟକୁ ଯାଇ ଆବେଦନ କରିପାରିବେ ।

ପଦବୀ ବିବରଣୀ : ୨୨୪

ଜରୁରୀ ତାରିଖ : ଆବେଦନ କରିବାର ଶେଷ ତାରିଖ ୨୩ ଅକ୍ଟୋବର ୨୦୨୪ ରହିଛି ।

ଶିକ୍ଷାଗତ ଯୋଗ୍ୟତା : ଆବେଦନ କରିବାକୁ ଇଚ୍ଛା ରଖିଥିବା ପ୍ରାର୍ଥୀ ୧୦ମ ପାସ୍‌ ସହିତ ଆଇଟିଆଇ, ଇଂଜିନିୟରିଂରେ ଡିପ୍ଲୋମା, ୬୦ ପ୍ରତିଶତ ମାର୍କ ସହିତ ବ୍ୟାଚଲର, ବିଏସସି, ଏମଇ, ଏମଟେକ ଏବଂ ଏମବିବିଏସ ପାସ୍‌ କରିଥିବା ଜରୁରୀ ।

ବୟସ ସୀମା : ଇଛୁକ ପ୍ରାର୍ଥୀଙ୍କ ବୟସ ୧୮ ବର୍ଷରୁ ୩୫ ବର୍ଷ ମଧ୍ୟରେ ହେବା ଜରୁରୀ । ସଂରକ୍ଷିତ ପ୍ରାର୍ଥୀଙ୍କୁ ବୟସ ସୀମାରେ ଛାଡ ମିଳିବ ।

 

Leave a Reply

Your email address will not be published. Required fields are marked *