ଆଞ୍ଚଳିକ

ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

Spread the love

ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି ।  ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍  ବୃଦ୍ଧି ପାଇଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୭,୪୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୧,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୧୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୯୨୦ ଟଙ୍କା ରହିଛି|

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୧,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୧୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୯୨୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି।

Leave a Reply

Your email address will not be published. Required fields are marked *