ରାଶିଫଳ

ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Spread the love

ମେଷ– କାର୍ଯ୍ୟ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଜୀବନସାଥୀଙ୍କ  ସହିତ ଭଲ ସମୟ ଅତିବାହିତ କରିବେ। ଜୀବିକା କ୍ଷେତ୍ରରେ ଅଗ୍ରଗତି କରିବେ । ନୂତନ ପ୍ରେମରେ ପଡ଼ିପାରନ୍ତି । ସ୍ୱାସ୍ଥ୍ୟ ମଧ୍ୟମ ହେବ, ବ୍ୟବସାୟ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ।

ବୃଷ– ସୁଖ ସମ୍ମାନ ଲାଭ ହେବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅ ନାହିଁ। ପିଲାମାନଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଛାତ୍ରମାନଙ୍କ ପାଇଁ ସମୟ ଭଲ ରହିବ । ସ୍ୱାସ୍ଥ୍ୟ ମଧ୍ୟମ ରହିବ । ବ୍ୟବସାୟିକ ଦୃଷ୍ଟିକୋଣରୁ ସମୟ ବହୁତ ଭଲ ରହିବ ।

ମିଥୁନ– ଆଳସ୍ୟ ଯୋଗୁଁ ଅସୁବିଧାରେ ପଡ଼ିବେ। ଶତ୍ରୁମାନଙ୍କ ଉପରେ ଭାରି ହେବେ । ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବ । ସ୍ୱାସ୍ଥ୍ୟ ମଧ୍ୟମ ରହିବ । ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ଠିକ୍ ରହିବ । ଛାତ୍ରଛାତ୍ରୀମାନେ ଅମନଯୋଗୀ ହେବେ ।

କର୍କଟ– କାର୍ଯ୍ୟ ହାନି ଘଟିବ। ଜମି, ନିର୍ମାଣ, ଯାନ କ୍ରୟ ସମ୍ଭବ ହେବ । ସ୍ୱାସ୍ଥ୍ୟ ଉତ୍କୃଷ୍ଟ ରହିବ । ବ୍ୟବସାୟ ମଧ୍ୟମ ଗତିରେ ଚାଲିବ। ଘରୋଇ ବିବାଦରୁ ଦୂରେଇ ରୁହନ୍ତୁ । ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ । ଚାକିରି କ୍ଷେତ୍ରରେ ମନାନ୍ତର ମତାନ୍ତର ହୋଇପାରେ ।

ସିଂହ– ସମ୍ମାନ ପ୍ରାପ୍ତିର ଯୋଗ ରହିଛି । ନିଜେ ଶକ୍ତିଶାଳୀ ରହିବେ।  ବୃତ୍ତିଗତ ଭାବରେ ଏକ ଉତ୍ତମ କାର୍ଯ୍ୟ କରିବାକୁ ଆଗ୍ରହୀ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟ ଦୃଷ୍ଟିକୋଣରୁ ସମୟ ଭଲ । ପ୍ରେମ ସମ୍ପର୍କ ଦୃଢ଼ ହେବ। ବିଦ୍ୟାର୍ଥୀ ଲାଭବାନ ହେବେ ।

କନ୍ୟା– ପରିଶ୍ରମ ଅଧିକ ରହିବ। କଥାରେ ନିୟନ୍ତ୍ରଣ ରଖନ୍ତୁ ।  ସ୍ୱାସ୍ଥ୍ୟବାସ୍ଥା ଉତ୍ତମ ରହିବ । ପ୍ରେମ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟ ଦୃଷ୍ଟିକୋଣରୁ ଏହି ସମୟ ବହୁତ୍ ଭଲ । ଭ୍ରମଣର ଯୋଗ ରହିଛି । ବିଦ୍ୟାର୍ଥୀମାନେ ପରିଶ୍ରମୀ ହେବେ ।

ତୁଳା– ଶରୀର ପୀଡ଼ା ପରି ସମସ୍ୟା ଦେଖାଦେବ। ଠକାମୀର ଶିକାର ହୋଇପାରନ୍ତି । ପ୍ରାତଃରୁ ଭଗବାନଙ୍କୁ ପ୍ରାର୍ଥନା କରି କାର୍ଯ୍ୟ ଆରମ୍ଭ କରନ୍ତୁ । ଯକୃତ ଜନିତ ସମସ୍ୟା ଦେଖା ଦେବ । ବ୍ୟବସାୟରେ ଲାଭ କ୍ଷତି ସମାନ ହେବ ।

ବିଛା– ସେବା ପୂଜାରେ ମନୋନିବେଶ କରିବେ। କିଛି ଧାର୍ମିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ ହେବ । ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ହେବ । ଅତ୍ୟଧିକ ପରିଶ୍ରମ ସ୍ୱାସ୍ଥ୍ୟକୁ ନଷ୍ଟ କରିପାରେ ।

ଧନୁ– ଦିନଟି ଅତି ଉତ୍ତମ ଫଳ ପ୍ରଦାନ କରିବ । ଧନଧାନ୍ୟରେ ବୃଦ୍ଧି ଘଟିପାରେ । ବ୍ୟବସାୟୀଙ୍କ ପାଇଁ ଦିନଟି ବିଶେଷ ଶୁଭ ଦାୟକ ରହିଛି। ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ନୂଆ ସ୍ଥାନ ପ୍ରାପ୍ତି ହୋଇପାରେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମକର–  ମାଲିମୋକଦ୍ଦମାରେ ଜୟଯୁକ୍ତ ହେବେ । କିଛି କାର୍ଯ୍ୟ ହାସଲ କରିବା ପାଇଁ ପ୍ରତୀକ୍ଷା କରିବାକୁ ପଡ଼ିପାରେ । ଭୂମି କ୍ରୟ କରିବା ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି । ପୁଞ୍ଜି ନିବେଶ କରିବା ପାଇଁ ମଧ୍ୟ ଶୁଭାଦୟକ ସାବ୍ୟସ୍ତ ହେବ ।

କୁମ୍ଭ– ପରିବାର ସହ କିଛି ବିଶେଷ ଆଲୋଚନା କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କାର୍ଯ୍ୟ କ୍ଷେତ୍ରରେ ଗୁରୁଜନଙ୍କ ସହାୟତା ମିଳିବ। ନିଜ ଆତ୍ମ ବିଶ୍ୱାସ ଯୋଗୁଁ ନୂତନ କାର୍ଯ୍ୟ ସଫଳ ହେବ। ମନରେ ସାମାନ୍ୟ ଦ୍ୱେଷ ଦେଖା ଦେଇପାରେ ।

ମୀନ– କିଛି ମୂଲ୍ୟବାନ ଜିନିଷ ନଷ୍ଟ ହେବ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଦରକାର । ଚାକିରି କ୍ଷେତ୍ରରେ ସାମାନ୍ୟ ଆରାମ ମିଳିବ । ମନକୁ କଷ୍ଟ ଦେଲା ଭଳି କିଛି କଟୁ କଥା ଶୁଣିପାରନ୍ତି । ଜୀବନ ସାଥୀଙ୍କ ସହ ଉତ୍ତମ ସମୟ ଅତିବାହିତ ହେବ ।

Leave a Reply

Your email address will not be published. Required fields are marked *