tradinga

ଟାଙ୍କି ଭରିବା ଆଗରୁ ଚେକ କରିନିଅନ୍ତୁ? ଭୁବନେଶ୍ୱରରେ କେତେ ଅଛି ତେଲ ଦର

Spread the love

ସପ୍ତାହ ଆରମ୍ଭରେ ନୂଆ ପେଟ୍ରୋଲ ଓ ଡିଜେଲ ରେଟ ଜାରି । ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ତେଲ ଦର ।
କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?
ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧. ୫୦ ରହିଛି । ସେହିପରି ଡିଜେଲ (୧ ଲିଟର) ୯୩.୦୬ ରହିଛି।
ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୪୪ ରହିଥିବା ବେଳେ ଡିଜେଲ (୧ ଲିଟର) ୮୯.୯୭ ରହିଛି।
ସେପଟେ ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୦.୯୮ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୫୬ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୪.୯୫ ରହିଥିବା ବେଳେ ଡିଜେଲ(୧ ଲିଟର) ୯୧.୭୬ ରହିଛି।ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

Leave a Reply

Your email address will not be published. Required fields are marked *