ଦେଶ ବିଦେଶ

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ

Spread the love

ଜମ୍ମୁ କାଶ୍ମୀରର ଗୁଲମାର୍ଗ ସହରରେ ଆତଙ୍କବାଦୀ ଆକ୍ରମଣରେ ଦୁଇ ଜଣ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି |ଏହି ଆକ୍ରମଣରେ ଆହତ ହୋଇଥିବା ୪ ଜଣଙ୍କୁ ନିକଟସ୍ଥ ମେଡ଼ିକାଲ ରେ ଭର୍ତ୍ତି କରାଯାଇଛି |ଯବାନ ମାନେ ଏଲୋସି ରୁ ୫ କିମି ଦୂର ବୋତପ୍ରଥୀ ରୁ ଫେରୁଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କ ଗାଡି କୁ ଲକ୍ଷ୍ୟ କରି ଗୁଳିଚାଳନା କରିଥିଲେ | ଏହି ଆତଙ୍କବାଦୀମାନେ ପାକିସ୍ଥାନ ର ବ୍ୟାଟ ସ୍ପେଶାଲ ୟୁନିଟ୍ ର ବୋଲି ଅନୁମାନ କରାଯାଉଛି |

Leave a Reply

Your email address will not be published. Required fields are marked *