ରାଜ୍ୟ

ସର୍ବାଧିକ ବର୍ଷା ଯୋଗୁ ୩ ଜିଲାକୁ ରେଡ୍‌ ଆଲର୍ଟ

Spread the love

ଭୀଷଣ ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହେବା ସହିତ ଏହା କ୍ରମଶଃ ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି।ଏହା ପ୍ରଭାବରେ ସ୍ଥଳଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୩ ଜିଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଏହି ଜିଲାଗୁଡ଼ିକ ହେଉଛି ବାଲେଶ୍ଵର, ଭଦ୍ରକ ଏବଂ ମୟୂରଭଞ୍ଜ। ଜଗତସିଂହପୁର, ଅନୁଗୁଳ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *