ରାଜ୍ୟ

ଆସନ୍ତାକାଲି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ

Spread the love

ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଆକାଶମାର୍ଗରୁ ବାତ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବେ ।  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଥିଲେ ।  ଏଥିରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ପ୍ରକମିଶନର ମୁଖ୍ୟ ଉପସ୍ଥିତ ଥିଲେ । ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *