ରାଜ୍ୟ

କମୁଛି ମାଟି ଦୀପର ଚାହିଦା

Spread the love

ଦିନ ଥିଲା ମାଟି ସାମଗ୍ରୀ ବିକ୍ରି କରି ବେଶ ଦୁଇ ପଇସା ରୋଜଗାର କରୁଥିଲେ କୁମ୍ଭାର ସମ୍ପ୍ରଦାୟର ଲୋକେ।କିନ୍ତୁ ସଂପ୍ରତି ପ୍ଲାଷ୍ଟିକ, ଷ୍ଟିଲ, ଭଳି ଘରୋଇ ଉପକରଣ ମିଳିବା ପରେ ମାଟି ସାମଗ୍ରୀର ଚାହିଦା ଆଶାତୀତ ଭାବେ କମି ଯାଇଛି। କେବଳ ପୂଜାପାର୍ବଣ, ଯାନିଯାତ୍ରା, ବିବାହ ଓ ବ୍ରତରେ ଖୋଜା ପଡ଼ିଥାଏ ମାଟି ତିଆରି ଦୀପ, ହାଣ୍ଡି ଇତ୍ୟାଦି। ତେଣୁ ଏହି କୌଳିକ ବୃତ୍ତି ଆପଣାଇ ପରିବାର ଚଳାଇବା କୁମ୍ଭାର ପରିବାର ପାଇଁ କାଠିକର ପାଠ ହୋଇପଡିଛି।

ପୂର୍ବ ଭଳି ମାଟି ସାମଗ୍ରୀର ଚାହିଦା ନଥିବାରୁ କିଛି ଲୋକ ନିଜ କୌଳିକ ବୃତ୍ତି ଛାଡ଼ି ଅନ୍ୟ କାମଧନ୍ଦା କରୁଛନ୍ତି। ବର୍ତ୍ତମାନ ଅଳ୍ପ କିଛି ପରିବାର ମାଟି ସାମଗ୍ରୀ ତିଆରି କରି ନିଜ କୌଳିକ ବୃତ୍ତିକୁ ଆପଣାଇ ପରିବାର ଚଳାଉଛନ୍ତି।

Leave a Reply

Your email address will not be published. Required fields are marked *