ରାଜ୍ୟ ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା October 28, 2024 mos live Spread the loveଖୁବ୍ ଶୀଘ୍ର ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା ।ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଖୁବ୍ ଶୀଘ୍ର ମିଳିବ ବୋଲି ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।