ରାଜ୍ୟ

କୂଅରେ ପଡିଛନ୍ତି ୨୦ ବାରହା

Spread the love

କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଜୁଙ୍ଗା ପଞ୍ଚାୟତ ଭଗାମୁଣ୍ଡା ଗାଁର କିଷାନ ସାହିର ଏକ ପରିତ୍ୟକ୍ତ କୂଅରେ ପଡ଼ିଛନ୍ତି ୨୦ରୁ ଉର୍ଦ୍ଧ ଜଙ୍ଗଲୀ ବାରାହା । ଧାନ ଖାଇ ଫେରୁଥିବା ବେଳେ କୂଅରେ ଖସିପଡ଼ିଛନ୍ତି ।ଦୀର୍ଘ ସମୟ ହେଲା ପଡ଼ି ଯାଇଥିବା ବାରହାମାନେ ହିଂସ୍ର ହୋଇଯିବାରୁ ଲୋକଙ୍କୁ ଆକ୍ରମଣ କରିବାର ଆଶଙ୍କା ସୃଷ୍ଟି ହେଉଛି ।ଘଟଣାସ୍ଥଳରେ ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର ପାଇଁ ପ୍ରୟାସ ଜାରି ରଖିଛି ।

Leave a Reply

Your email address will not be published. Required fields are marked *