ରାଜ୍ୟ

ମଦ ବିରୋଧରେ ମହିଳାଙ୍କ ମହାମେଳି

Spread the love

ବେଆଇନ ମଦ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୬ ଗ୍ରାମର ମହିଳା । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ଏବେ ଅବାଧରେ ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଛି । ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅବକାରୀ ବିଭାଗ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନାହିଁ ।

Leave a Reply

Your email address will not be published. Required fields are marked *