ଜାତୀୟ

ଟାଟା ଏୟାରକ୍ରାଫ୍ଟ କମ୍ପଲେକ୍ସ ଉଦଘାଟନ କଲେ ଭାରତ ଓ ସ୍ପେନ୍ ପ୍ରଧାନମନ୍ତ୍ରୀ

Spread the love

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ଗୁଜରାଟର ଭଦୋଦରାରେ ଉଦଘାଟନ କରିଛନ୍ତି  ଟାଟା ଏୟାରକ୍ରାଫ୍ଟ କମ୍ପଲେକ୍ସ। ଭଦୋଦରାରେ ଥିବା ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ସ୍ପେନର ଏୟାରବସ୍ ସହଯୋଗରେ C-295 ଯୁଦ୍ଧ ବିମାନ ନିର୍ମାଣ କରାଯବି। ୨୦୨୬ ସୁଦ୍ଧା ଏଠାରେ ୪୦ଟି C-295 ବିମାନ ଉତ୍ପାଦନ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଭାରତର ପ୍ରତିରକ୍ଷା କ୍ଷମତାକୁ ଦୃଢ କରିବା ଉଦ୍ଦେଶ୍ୟରେ ଏହି ପଦକ୍ଷେପ ନିଆଯାଇଛି।

Leave a Reply

Your email address will not be published. Required fields are marked *