ଦେଶ ବିଦେଶ

ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

Spread the love

ବିଜେପି ଫୋକସରେ ଓଡ଼ିଶା। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଜୁନ 22ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଆସନ୍ତାକାଲି ଅପରାହ୍ନରେ ଝାରସୁଗୁଡ଼ାରେ ପହଞ୍ଚିବେ ଜେ.ପି. ନଡ୍ଡା । ବରଗଡ଼ ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗ ଦେବେ ନଡ୍ଡା। 23ରେ କଳାହାଣ୍ଡି ଲାଲ ବାହାଦୁର ଷ୍ଟାଡିୟମରେ ଜନ ସଭାକୁ ସମ୍ବୋଧିତ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ । ଝାରସୁଗୁଡ଼ାରେ ହେବ ବରଗଡ଼ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତାଙ୍କ ବୈଠକ।

Leave a Reply

Your email address will not be published. Required fields are marked *