ବ୍ୟବସାୟ ଏବଂ ଅର୍ଥନୀତି

ଦୀପାବଳି ପୂର୍ବରୁ ବଦଳିଲା ପେଟ୍ରୋଲ-ଡିଜେଲ ଦର

Spread the love

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୪ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

Leave a Reply

Your email address will not be published. Required fields are marked *