ରାଜ୍ୟ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 4, 2024 mos live Spread the loveଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତ । ଏହି ଗସ୍ତରେ ଓଡ଼ିଶା ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।ଏହି ଗସ୍ତରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।