ସୁନା କିଣିବାକୁ ଭାବୁଛନ୍ତି କି? ଜାଣନ୍ତୁ ଆଜିର ମୂଲ୍ୟ
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୪୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୭୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦,୪୦୦ ଟଙ୍କା ହୋଇଛି ।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୭୦୦ ଟଙ୍କା ଓ ୮୦,୪୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩,୮୦୦ ଟଙ୍କା ଓ ୮୦ , ୫୫୦ ଟଙ୍କା ରହିଛି ।
