Politics

ପଦ୍ମ ଧରିଲେ ସୁନନ୍ଦା ଦାସ

Spread the love

ବୁଧବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନିଜ ସମର୍ଥକଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି । ସୁନନ୍ଦାଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହେଲେ ।

Leave a Reply

Your email address will not be published. Required fields are marked *