ରାଜ୍ୟ

ଦୁଇ ଦିନ ପାଇଁ ୭ ଜିଲ୍ଲାକୁ ବର୍ଷା ସୂଚନା

Spread the love

ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ସପ୍ତାହରୁ ରାଜ୍ୟରେ ଶୀତ ଅନୁଭୂତ ହେବ। ଏବେ ରାଜ୍ୟରେ ଧୀରେଧୀରେ ଶୀତ ପଡ଼ିବା ଆରମ୍ଭ ହୋଇଥିବା ବେଳେ କିଛିଦିନ ପରେ ଅଧିକ ଶୀତ ଅନୁଭୂତ ହେବ ।

Leave a Reply

Your email address will not be published. Required fields are marked *