ଅଷ୍ଟ୍ରେଲିଆ ସରାକରଙ୍କ ବଡ ନିଷ୍ପତ୍ତି
ସାମାଜିକ ଗଣମାଧ୍ୟମ ଉପରେ ଲାଗିଲା ରୋକ । ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆକୁ ନିଷିଦ୍ଧ କରିବାକୁ ପଦକ୍ଷେପ ନେଇଛନ୍ତି ଅଷ୍ଟ୍ରେଲିଆ ପ୍ରଶାସନ । ଫେସବୁକ, ଟିକଟିକ୍ ଏବଂ ଇନଷ୍ଟାଗ୍ରାମ ଭଳି ପ୍ଲାଟଫର୍ମ ବ୍ୟବହାର କରିପାରିବେନି ୧୬ ବର୍ଷରୁ କମ୍ ବୟସର ପିଲା । ଆଉ ଯଦି ବ୍ୟବହାର କରନ୍ତି ତେବେ ଜୋରିମାନା ଦେବାକୁ ପଡିବ ବୋଲି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନାନ୍ କହିଛନ୍ତି ।
