ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଅପରାହ୍ନରେ ପୁରୀ ଗସ୍ତରେ ଯିବେ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିବା ସହ ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ହେବେ ।ଶ୍ରୀମନ୍ଦିର ମେଘନାଦ ପାଚୋରୀରେ ଫାଟ ଦେଖାଦେଇଥିବାରୁ ମୁଖ୍ୟମନ୍ତ୍ରୀ ମନ୍ଦିରର ସୁରକ୍ଷା ଓ ଅନ୍ୟାନ୍ୟା ସ୍ଥିତିର ଅନୁଧ୍ୟାନ କରିବେ ବୋଲି ସୂଚନା ମିଳିଛି।