ଦେଶ ବିଦେଶ

 ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା, ୧୫ ଆହତ

Spread the love

ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା। ହାଓ୍ବଡା ନାଲପୁର ଷ୍ଟେସନ ନିକଟରେ ଆଜି ସକାଳୁ ଏଭଳି ଅଘଟଣ ଘଟିଛି।  ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଟ୍ରେନର ଗୋଟିଏ ପାର୍ସଲ କୋଚ୍ ଏବଂ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନଟି ଏକ ନମ୍ବର ଲାଇନରୁ ଖସିଯାଇ ୨ ନଂ ଲାଇନକୁ ମାଡିଯାଇଛି।  ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ମିଳିନଥିବାବେଳେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *