odisha

ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାରରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ

Spread the love

ଝାଡଖଣ୍ଡରେ ନିର୍ବାଚନ ପ୍ରଚାର ସରଗରମ ହୋଇପଡିଛି। ଝାଡଖଣ୍ଡରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବା ପାଇଁ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଗସ୍ତରେ ଯିବେ। ସେଠାରେ ସେ ଏକାଧିକ ନିର୍ବାଚନ ସଭାରେ ଉଦ୍‌ବୋଧନ ଦେବା ସହିତ ରୋଡ-ଶୋ କରିବାର କାର୍ଯ୍ୟକ୍ରମ ରହିଛି। ଝାଡଖଣ୍ଡ ନିର୍ବାଚନ ପ୍ରଚାର ପାଇଁ ବିଜେପିର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଥିଲା। ସେଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅଛନ୍ତି।

Leave a Reply

Your email address will not be published. Required fields are marked *