ରାଜ୍ୟ

ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ

Spread the love

୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୁନିଅର ଆସିଷ୍ଟାଣ୍ଟ ପ୍ରଦୀପ୍ତ କୁମାର ସାହୁଙ୍କୁ ଧରିଲା ଭିଜିଲାନ୍ସ । ବିଲ୍ ରିଲିଜ୍ କରିବା ପାଇଁ ନେଉଥିଲେ ଲାଞ୍ଚ । ଲାଞ୍ଚ ଟଙ୍କା ଜବତ କରି ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଚଢ଼ାଉ କରୁଛି ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *