ପୁଣି ଶସ୍ତା ହେଲା ସୁନା !!
ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସାମାନ୍ୟ କମିଛି ସୁନାର ଦାମ୍ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ଦର ୭୮,୭୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୨୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୭,୭୬୦ ଟଙ୍କା ରହିଛି
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୭,୭୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ବିଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୧୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୨୦୦ ଓ ୧ କେଜି ପିଛା ୧,୦୨,୦୦୦ ଟଙ୍କା ରହିଛି।
