odisha

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଓପିଏଚଡବ୍ଲ୍ୟୁସି ଡିଜିଏମ ସୁବାସ ଚନ୍ଦ୍ର ପଣ୍ଡା

Spread the love

ଓପିଏଚଡବ୍ଲ୍ୟୁସି ବ୍ରହ୍ମପୁର ଡିଭିଜନର ଡିଜିଏମ(ଡେପୁଟି ଜେନେରାଲ ମ୍ୟାନେଜର) ସୁବାସ ଚନ୍ଦ୍ର ପଣ୍ଡାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି।ଭୁବନେଶ୍ଵରସ୍ଥିତ ତାଙ୍କ ବାସଭବନ ଏବଂ ପୈତୃକ ଘରେ ଚଢ଼ାଉ କରାଯାଉଛି।

 

 

 

 

Leave a Reply

Your email address will not be published. Required fields are marked *