ରାଜ୍ୟ

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ

Spread the love

ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୁତ ସମ୍ପତ୍ତି ଠଳୁ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୧୦ଟି ଟିମ୍‌ ଉପଜିଲାପାଳଙ୍କ କାର୍ଯ୍ୟାଳୟ, ଘର, ସରକାରୀ ବାସଭବନ ସମେତ ପୃଥକ ପୃଥକ ୧୦ଟି ଠିକଣାରେ ସୋମବାର ଭୋରୁ ଏକକାଳୀନ ଚଢ଼ାଉ ଆରମ୍ଭ କରିଛନ୍ତି।

Leave a Reply

Your email address will not be published. Required fields are marked *