ଦେଶ ବିଦେଶ ଲେବାନନ ଉପରେ ପୁଣି ଆକ୍ରମଣ କରିଛି ଇସ୍ରାଏଲ November 18, 2024 mos live Spread the loveଇସ୍ରାଏଲ ଲେବାନନ ଉପରେ ରକେଟ୍ ମାଡ଼ କରିଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୪୮ ଜଣ ଆହତ ହୋଇଛନ୍ତି । ଲେବନାନର ଟାୟର ଅଞ୍ଚଳରେ ଏହି ଆକ୍ରମଣ ହୋଇଛି । ରବିବାର ଇସ୍ରାଏଲ ଆକ୍ରମଣରେ ହେଜବୁଲ୍ଲାର ମୁଖ୍ୟ ମୁଖପାତ୍ର ମହମ୍ମଦ ଆଫିଫଙ୍କ ମୃତ୍ୟୁ ଘଟିଛି ।