ଜି-୨୦ ସମ୍ମିଳନୀରେ ଯୋଗ ଦେବାକୁ ବ୍ରାଜିଲର ରିଓ ଡି ଜେନେରିଓରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଆଜିଠୁ ଆରମ୍ଭ ହେଉଛି ଜି-୨୦ ସମ୍ମିଳନୀ |ଜି-୨୦ ସମ୍ମିଳନୀରେ ଯୋଗ ଦେବାକୁ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଜି-୨୦ ସମ୍ମିଳନୀରେ ଜଳବାୟୁ ପରିବର୍ତ୍ତନ, ରୁଷ-ୟୁକ୍ରେନ, ଇସ୍ରାଏଲ-ହମାସ ଯୁଦ୍ଧ ସହ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ସମ୍ମିଳନୀରେ ଆଲୋଚନା ହେବ ।ଏହି ସମ୍ମିଳନୀରେ ଫ୍ରାନ୍ସ, ଚୀନ, କାନାଡା, ରୁଷ ଓ ଆର୍ଜେଣ୍ଟିନାର ନେତା ଭାଗ ନେଉଛନ୍ତି ।
