ଦେଶ ବିଦେଶ

ବାଂଲାଦେଶରେ ଜଳବାୟୁ ପରିବର୍ତ୍ତନଜନିତ ଡେଙ୍ଗୁରେ ୪୦୭ ମୃତ

Spread the love

ଜଳବାୟୁ ପରିବର୍ତ୍ତନଜନିତ ଯୋଗୁଁ  ବାଂଲାଦେଶରେ ୪୦୦ରୁ ଅଧିକ ଡେଙ୍ଗୁଜନିତ ମୃତ୍ୟୁ ଘଟିଛି।   ମଶାବାହିତ ସଂକ୍ରମଣ ପାଇଁ  ଦେଶରେ ଦେଖାଦେଇଥିବା ସ୍ବାସ୍ଥ୍ୟ ସଙ୍କଟ ଚିନ୍ତାର କାରଣ ପାଲଟିଛି।  ଏବେ  ୯୦ଟି ଦେଶରେ ସକ୍ରିୟ ଡେଙ୍ଗୁ ସଂକ୍ରମଣ ଦେଖିବାକୁ ମିଳିଥିବା ବେଳେ ଏ କ୍ଷେତ୍ରରେ ବାଂଲାଦେଶର ସ୍ଥିତି ଉଦ୍‌ବେଗଜନକ ରହିଛି ଏବଂ ଚଳିତ ବର୍ଷ ଏ ବାବଦ ମୃତ୍ୟୁସଂଖ୍ୟା ୪୦୭ ଛୁଇଁଥିବା ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଏହା ସହିତ ୭୮,୫୯୫ ଜଣ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

Leave a Reply

Your email address will not be published. Required fields are marked *