ରାଜ୍ୟ

ଚାଷ ଜମିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ

Spread the love

ବିଦ୍ୟୁତ ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । ଧୁଷୁରୀ ଥାନା କୋରୁଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଜମି ମାଲିକ ଗୋରୁଙ୍କ ପାଇଁ କରେଣ୍ଟ ଲଗାଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।  ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *