କେନ୍ଦ୍ରାପଡ଼ା ଟାଉନ ଥାନା ବଡ଼ହାଟରେ ଥିବା ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ
କେନ୍ଦ୍ରାପଡ଼ା ଟାଉନ ଥାନା ବଡ଼ହାଟରେ ଥିବା ଏକ ଲୁଗା ଦୋକାନରେ ଗୁରୁବାର ଭୋର ସମୟରେ ନିଆଁ ଲାଗି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ |ନିଆଁରେ ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ପାଉଁଶ ହୋଇଯାଇଥିବା ଜଣାଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
