ମହାନଗର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ

Spread the love

ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ । ମନ୍ତ୍ରୀ ମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ବଜେଟ୍‌କୁ ମନ୍ତ୍ରୀ ପରିଷଦର ଅନୁମୋଦନ ମିଳିବ । ୨୫ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। । ୨୬ରେ ବିଧାନସଭାର ଆଗାମୀ ଶୀତ ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଅତିରିକ୍ତ ବଜେଟ୍‌କୁ ଉପସ୍ଥାପନ କରିବେ । ତାହା ୫ ତାରିଖରେ ଗୃହିତ ହେବ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *