ମହାନଗର

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

Spread the love

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ । ଏଥିପାଇଁ ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ ।

Leave a Reply

Your email address will not be published. Required fields are marked *