ଦେଶ ବିଦେଶ

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକ୍‌ନାଥ ସିନ୍ଦେ

Spread the love

ଶିବସେନା ମୁଖ୍ୟ ଏକନାଥ ସିନ୍ଦେ ମଙ୍ଗଳବାର ଦିନ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇର ରାଜ ଭବନରେ ରାଜ୍ୟପାଳ ସି.ପି ରାଧାକ୍ରିଷ୍ଣନଙ୍କୁ ସେ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି। ସେ ଇସ୍ତଫା ଦେବା ବେଳକୁ ତାଙ୍କ ସହିତ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାଭିସ୍ ମଧ୍ୟ ଉପସ୍ଥିତ ଥିଲେ।ତେବେ ଏକ ନୂତନ ସରକାର ଗଠନ ନହେବା ପର୍ଯ୍ୟନ୍ତ ସିନ୍ଦେ କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଜାରି ରଖିବେ।

Leave a Reply

Your email address will not be published. Required fields are marked *