ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର

Spread the love

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଛନ୍ତି ପ୍ରଯୋଜିକା ଏକତା କପୁର ।  ରାଜ୍ୟ ସରକାର ଦି ସାବରମତୀ ରିପୋର୍ଟ ଫିଲ୍ମ ଉପରୁ ଟିକସ ଛଡ଼ା କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି ଏକତା କପୁର । ଏହା ସହ ଫିଲ୍ମ ଦେଖିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି।   ବିକ୍ରାନ୍ତ ମୈସି, ରାଶି ଖାନ୍ନା ଅଭିନୀତ ଦି ସାବରମତି ରିପୋର୍ଟ ନଭେମ୍ବର ୧୫ ତାରିଖରେ ରିଲିଜ ହୋଇଛି ।

ସୂଚନା ଅନୁସାରେ ନଭେମ୍ବର ୨୮ରେ ବଲିଉଡ୍ ଫିଲ୍ମ ‘ଦ ସାବରମତୀ ରିପୋର୍ଟ’ଉପରୁ ଆମୋଦ କର ହଟାଇଥିଲେ ରାଜ୍ୟ ସରକାର । ଏନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଥିଲେ ।

Leave a Reply

Your email address will not be published. Required fields are marked *