ରାଜ୍ୟ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଗସ୍ତ

Spread the love

ଚାଷୀଙ୍କୁ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ରକ୍ଷା ପାଇଁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଗସ୍ତରେ ଯିବେ। ବରଗଡ଼ ଜିଲ୍ଲା ସୋହେଲା ଗସ୍ତ କରି ଚାଷୀମାନଙ୍କୁ ୮ ଶହ ଟଙ୍କା ସବସିଡି ଡିବିଟି ମାଧ୍ୟମରେ ପ୍ରଦାନ କାର୍ଯ୍ୟର ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ , ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ , ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଓ ବିଜେପୁର ବିଧାୟକ ସନତ ଗଡ଼ତିୟାଙ୍କ ସମେତ ବିଜେପିର ବହୁ ନେତା ସାମିଲ ହେବେ।

Leave a Reply

Your email address will not be published. Required fields are marked *