ରାଜ୍ୟ

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

Spread the love

ଆଗକୁ ଆସୁଛି ନୂଆବର୍ଷ |ଶ୍ରୀକ୍ଷେତ୍ର ପୁରୀରେ ବଢ଼ିଲାଣି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼।  ନୂଆ ବର୍ଷରୁ ଧାଡ଼ି ଦର୍ଶନ ବ୍ୟବସ୍ଥା । ନୂଆ ବର୍ଷ ଭିଡ଼କୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ମରିଚିକୋଟ ଛକ ଠାରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ସ୍ବତନ୍ତ୍ର ବାରିକେଡ୍ ବ୍ୟବସ୍ଥା କରାଯାଉଛି ।  ଏହି ବ୍ୟାରିକେଡ୍ ଦେଇ ଭକ୍ତମାନେ ସିଂହ ଦ୍ବାର ଦେଇ ପ୍ରବେଶ କରି ଅନ୍ୟ ଦ୍ବାର ଦେଇ ପ୍ରସ୍ଥାନ କରିବେ ।

Leave a Reply

Your email address will not be published. Required fields are marked *