ରାଜ୍ୟ

ସୁରକ୍ଷାକର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ

Spread the love

ଛତିଶଗଡ଼ ସୁକମା ଜିଲ୍ଲା ଥାନା ଚିନ୍ତଲନାର ଅଞ୍ଚଳରେ ଯବାନ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟରେ କୋବ୍ରାର ୨ ଯବାନର ଆହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ର ସୁକମା ଜିଲ୍ଲାରେ ସୁରକ୍ଷା କର୍ମୀ କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ। CRPFର 206 କୋବ୍ରା ବାଟାଲିୟନ ଉପରେ ମାଓବାଦୀଙ୍କ ଆଖିବୁଜା ଗୁଳି ବର୍ଷା।ମାଓବାଦୀ ଗୁଳିରେ ଦୁଇ ଯବାନ ଗୁରୁତର।  ଯବାନଙ୍କୁ ଚିକିତ୍ସା ପାଇଁ ଜଗଡଲପୁର ମେଡିକାଲ ପଠାଯାଇଛି ।

Leave a Reply

Your email address will not be published. Required fields are marked *