ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ
ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ସେ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ଵର ଆସି ୨୯ ତାରିଖ ସନ୍ଧ୍ୟାରେ ଫେରିଯିବେ। କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟଳୟରେ ହେବାକୁ ଥିବା ବୈଠକରେ ଭିସି ମାଧ୍ୟମରେ ଯୋଗଦେବେ। ଏନେଇ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସୂଚନା ଦେଇଛନ୍ତି।

