ରାଜ୍ୟ

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ କେହି ଚାଷୀ ଯେମିତି କ୍ଷତିପୂରଣ ପାଇବାରୁ ବାଦ୍ ପଡ଼ିବେନି

Spread the love

ଜିଲ୍ଲାସ୍ତରରେ ଆଜି ଆସିବ ଫସଲ କ୍ଷୟକ୍ଷତି ରିପୋର୍ଟ । ଅଦିନିଆ ବର୍ଷାରେ ଫସଲ କ୍ଷତି ନେଇ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି ।ଅଦିନିଆ ବର୍ଷା କ୍ଷୟକ୍ଷତି ପ୍ରାକୃତିକ ବିପର୍ଯ୍ୟୟ ପରିଧି ଭିତରେ ନାହିଁ ।  ସରକାର ଚେଷ୍ଟା କରୁଛନ୍ତି ଏହାକୁ ପ୍ରାକୃତିକ ବିପର୍ଯ୍ୟୟ ପରିଧି ଭିତରକୁ ଆଣିବା ପାଇଁ ।  ବୀମା କରିଥିବା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ବୀମା କମ୍ପାନୀ ଗୁଡ଼ିକ ସହ ସରକାର ସମ୍ପର୍କରେ ଅଛନ୍ତି ।ଯେଉଁମାନେ ବୀମା କରିନାହାନ୍ତି କିମ୍ବା ଭାଗ ଚାଷୀ, ସେମାନଙ୍କୁ ସିଧାସଳଖ ସହାୟତା ଦେବା ପାଇଁ ସରକାର ବିଚାର କରୁଛନ୍ତି ।

Leave a Reply

Your email address will not be published. Required fields are marked *