ରାଜ୍ୟ

ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ

Spread the love

ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟ ରାତ୍ରିରେ ଜୀନତ ଶିମିଳିପାଳରେ ପହଞ୍ଚିବା ପରେ ତାକୁ ଦକ୍ଷିଣ ଡିଭିଜନର ସଫ୍ଟ ଏନକ୍ଲୋଜରରେ ଛଡାଯାଇଛି।

Leave a Reply

Your email address will not be published. Required fields are marked *