ରାଜ୍ୟ

ବର୍ଷ ଆରମ୍ଭରୁ ଦୁର୍ଘଟଣା

Spread the love

ନୂଆବର୍ଷ ପିକନିକ୍‌ ପାଇଁ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ଏକ ବୋଲେରୋ ଏବଂ ମହିନ୍ଦ୍ରା ଏକ୍ସୟୁଭି ଗାଡ଼ି ମୁହାଁମୁହିଁ ଧକ୍କା ହେବାରୁ ୬ ଜଣ ଗୁରୁତର ହୋଇଛନ୍ତି  ।  ଏହି ଦୁର୍ଘଟଣା ବାଲେଶ୍ୱର ଜିଲ୍ଲା ୫୭ ନମ୍ବର ରାଜ୍ୟ ରାଜପଥ ବେଣୁଦା ଛକ ନିକଟରେ ଆଜି ସକାଳେ ଘଟିଛି ।  ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି  ।ଦୁର୍ଘଟଣା ପରେ ଗୋଟିଏ ଗାଡ଼ିର ଡ୍ରାଇଭର ଫେରାର ହୋଇ ଯାଇଛନ୍ତି ।

Leave a Reply

Your email address will not be published. Required fields are marked *