ରାଜ୍ୟ

ଜାନୁଆରି ୧୫ ତାରିଖ ପରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

Spread the love

ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା ଦେଇନାହାନ୍ତି। ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି କିସ୍ତି ମିଳିବ । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ। ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା, କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ପ୍ରଭାତୀ ପରିଡ଼ା।

Leave a Reply

Your email address will not be published. Required fields are marked *