ଦେଶ ବିଦେଶ

ଥରିଲା ଉତ୍ତର ଭାରତ

Spread the love

ଦିଲ୍ଲୀ-ଏନସିଆର ଓ ବିହାର ସମେତ ଦେଶର ଅନେକ ସ୍ଥାନରେ ସକାଳୁ ଭୂମିକମ୍ପ ଅନୁଭୁତ ହୋଇଛି । ସକାଳ ୬ଟା ୪୦ରେ ଦିଲ୍ଲୀ-ଏନସିଆର, ମଧ୍ୟପ୍ରଦେଶ ଏବଂ ବିହାରର ପାଟନା, ମୁଜାଫରପୁର ଏବଂ ଉତ୍ତର ଭାରତର ଅନ୍ୟାନ୍ୟ ସ୍ଥାନରେ ସକାଳେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଦିଲ୍ଲୀ, ନୋଏଡା, ଗାଜିଆବାଦ ସମେତ ଏନସିଆର ଅଞ୍ଚଳରେ ରହୁଥିବା ଲୋକମାନେ ଭୂକମ୍ପ ଯୋଗୁ ଘର ବାହାରକୁ ବାହାରି ଆସିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୧ ରହିଛି ।

Leave a Reply

Your email address will not be published. Required fields are marked *