ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି।ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ, ଏହି ପ୍ରାକୃତିକ ବିପର୍ଯ୍ୟୟ କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତି ହୋଇନାହିଁ।। ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟ ରିପୋର୍ଟ ଅନୁଯାୟୀ, ଜିଜାଙ୍ଗ ଅଞ୍ଚଳ ଏକ ସମ୍ବେଦନଶୀଳ ଅଞ୍ଚଳ; ଯେଉଁଠାରେ ଭୂମିକମ୍ପ ହେବାର ସମ୍ଭାବନା ରହିଛି।

