ରାଜ୍ୟ

ଗୁରୁବାର ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Spread the love

ପ୍ରଧ‌ାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି।ଭାରତୀୟ ପୃଥିବୀର ଯେଉଁଠାକୁ ଯାଆନ୍ତି, ସେଠାକାର ଉନ୍ନତି ପାଇଁ ପ୍ରୟାସ କରିଥାନ୍ତି। ପୃଥିବୀର ଯେଉଁଠି ରହିଲେ ମଧ୍ୟ ଭାରତୀୟଙ୍କ ହୃଦୟ ସବୁବେଳେ ଭାରତ ପାଇଁ ହିଁ ସ୍ପନ୍ଦିତ ‌ହୋଇଥାଏ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *