ରାଜ୍ୟ

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

Spread the love

ପୁରୁଣାଗଡ଼ ସେକ୍ସନ ମଦନ ମହନ ପାଟଣାସାହିର ଶମ୍ଭୁନାଥ ପ୍ରଧାନ (୬୨) ଆଜି ସକାଳୁ ଛେଳି ପାଇଁ ଡାଳ ଆଣିବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ତେବେ ପୂର୍ବରୁ ସେହି ଅଞ୍ଚଳରେ ଥିବା ଦନ୍ତା ହାତୀ ତାଙ୍କୁ କଚାଡି ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକମାନେ ଏହି ଘଟଣା ଦେଖିବା ପରେ ସେଠାରେ ଉତ୍ତେଜନା ଦେଖା ଦେଇଥିଲା।ଘଟଣାସ୍ଥଳରେ ସାମାନ୍ୟ ଉତ୍ତେଜନା ରହିଥିବା ବେଳେ ଅନୁଗୁଳ ଏସିଏଫ ବିଦ୍ୟା ସାଗର ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି।

Leave a Reply

Your email address will not be published. Required fields are marked *